Masthead

ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ (ବଡ଼ ଖବର ବ୍ୟୁରୋ): ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଅନୁଭବ ମହାନ୍ତିଙ୍କ ବିରୋଧରେ ଚାର୍ଜଫ୍ରେମ୍। କଟକ ଜେଏମ୍ ଏଫ୍ ସି କୋର୍ଟରେ ଅନୁଭବ ହାଜର ପରେ ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍ ହୋଇଛି। ବର୍ଷା ପ୍ରିୟଦର୍ଶୀନିଙ୍କ ଏତଲା ଆଧାରରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ହୋଇଥିଲା । ବାରମ୍ବାର ସମନ ସତ୍ତେ୍ୱ ହାଜର ନହେବାରୁ ତାଙ୍କ ନାଁରେ ଏନବିଡବ୍ଲୁ ଜାରି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ