Masthead

ଗିରଫ ହେବେ ଅନୁଭବ!

କଟକ (ବଡ଼ ଖବର ବ୍ୟୁରୋ): ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି । ଅନୁଭବଙ୍କ ବିରୋଧରେ ଜାରି ହେଲା ଏନବିଡବ୍ଲ୍ୟୁ ।  ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ କଟକ ଜେଏମ୍‌ଏଫସି (MP, MLA) କୋର୍ଟ ପକ୍ଷରୁ NBW ଜାରି କରାଯାଇଛି । ପୁରୀଘାଟ ଥାନାରେ ରୁଜୁ ହୋଇଥିବା ମାମଲାରେ ଅନୁଭବଙ୍କ ବିରୋଧରେ ଜାରି ହେଲା NBW । ଚାର୍ଜଫ୍ରେମ୍ ପାଇଁ ହାଜର ନ ହୋଇ ବାରମ୍ବାର ସମୟ ମାଗୁଥିଲେ । ତେଣୁ ଚାର୍ଜଫ୍ରେମ୍ ପାଇଁ ହାଜର ନ ହେବାରୁ NBW ଜାରି କଲେ କୋର୍ଟ । ଏନେଇ ଆସନ୍ତା ୨୩ ତାରିଖ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସରକାରୀ ଓକିଲ ଆଫ୍ରୋଜ୍ ଅହମ୍ମଦ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ