Masthead

ଟ୍ରେନ ଧକ୍କାରେ ମହିଳା ମୃତ

ଅନୁଗୋଳ(ବଡ ଖବର ବ୍ୟୁରୋ):- ଆଜି ସକାଳେ ନାଲକୋ ଥାନା ବଳରାମ ପ୍ରସାଦ ଟ୍ରେନ ଲାଇନରେ କଟି ମହିଳାଙ୍କ ମୃତ୍ୟୁ ହୋଇଛି ।। ମୃତ ମହିଳାଙ୍କ ପରିଚୟ ମିଳିଛି । ସେ ହେଉଛନ୍ତି ଟିକନ ରାଉତଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତ । ନାଲକୋ ଟ୍ରେନ ଧକ୍କାରେ ଗ୍ରାମର ଅନେକ ବ୍ୟକ୍ତିଙ୍କ ଅକାଳରେ ମୃତ୍ୟୁ ହେଉଛି । ।ଟ୍ରେନ ଲାଇନକୁ ସୁରକ୍ଷା ବଳୟ ମଧ୍ୟରେ ରଖାଯାଉନାହିଁ ବୋଲି ସାଧାରଣରେ ଅଭିଯୋଗ ହେଉଛି । ବର୍ତ୍ତମାନ ପର୍ୟ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାହିଁ । ନାଲକୋ କମ୍ପାନୀ ପକ୍ଷରୁ ଉକ୍ତ ସ୍ଥାନକୁ କୌଣସି ଅଧିକାରୀ ଆସିନାହାନ୍ତି । ଜିଲ୍ଲା ପରିଷଦ ସଭ୍ୟା ମଞ୍ଜୁଲତା ସାହୁ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ