Masthead

ଯୁବତୀଙ୍କ ଗଳିତ ଶବ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଜଙ୍ଗଲରୁ ଉଦ୍ଧାର ହେଲା ଜଣେ ଯୁବତୀଙ୍କ ଗଳିତ ଶବ । ଦୁଷ୍କର୍ମ ପରେ ହତ୍ୟା କରି କେହି ଜଙ୍ଗଲରେ ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି । ଟାଇଁଷି-ଜଗନ୍ନାଥପୁର ରାସ୍ତାରୁ ୨୦୦ ମିଟର ଜଙ୍ଗଲରେ ଜଣେ ଯୁବତୀଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବାର ଗାଁ ଲୋକ ପୋଲିସକୁ ଖବର ଦେଇଥିଲେ । ଶବଟି ପଚିସଢି ଯାଇଥିଲା । ୩/୪ ଦିନ ପୂର୍ବେ ଏହି ଘଡଣା ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଯୁବତୀଙ୍କ ଚପଲ, ପର୍ସ ଓ ନିକଟରେ ରକ୍ତଛିଟା ପଡିଥିବାର ଗାଁ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇ ଅନୁଗୁଳ ଏସଡିପିଓ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ