Masthead

ଭଗବାନ ସତରେ ବହୁତ ନିଷ୍ଠୁର

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଭଗବାନ ସତରେ ବହୁତ ନିଷ୍ଠୁର । ଦୁନିଆ କଣ ଜାଣିବା ଆଗରୁ ଦୁନିଆରୁ ସବୁ ଦିନ ପାଇଁ ଛୁଆ ପାଖରୁ ବିଦାୟ ନେଇଛନ୍ତି ବାପା ମାଆ । ବିବାହକୁ ମାତ୍ର ଏକ ବର୍ଷ ହୋଇଥିଲା । ମାସକର ଛୁଆ । ଦୁନିଆ ବା କ’ଣ ଜାଣିଛି । ତା ଦୁନିଆ ତା ପାଖରୁ ଚାଲିଯାଇଛି ସେତକ ବି ସେ ଜାଣିପାରୁନି । ଅନୁଗୁଳ ଜିଲ୍ଲାର ବନ୍ତଳା ଥାନା ଅନ୍ତର୍ଗତ ପୋକତୁଙ୍ଗା ଗାଁର ସାହୁ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ ପରେ ଗାଁକୁ ନେଇ ଶବ ସତ୍କାର କରିବେ । ଏପଟେ ବାପା-ମାଆଙ୍କ ଦୁଃଖ । ସେପଟେ ମାସକର ଛୁଆ । ଭଗବାନ ଏ ଭଳି ଦୁଃଖ ଆଉ କାହାକୁ ନ ଦିଅନ୍ତୁ । ପରିବାରକୁ ଧୈର୍ୟ୍ୟ, ସାହସ, ଶକ୍ତି ଦିଅନ୍ତୁ ମହାପ୍ରଭୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା