Masthead

ଭଗବାନ ସତରେ ବହୁତ ନିଷ୍ଠୁର

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଭଗବାନ ସତରେ ବହୁତ ନିଷ୍ଠୁର । ଦୁନିଆ କଣ ଜାଣିବା ଆଗରୁ ଦୁନିଆରୁ ସବୁ ଦିନ ପାଇଁ ଛୁଆ ପାଖରୁ ବିଦାୟ ନେଇଛନ୍ତି ବାପା ମାଆ । ବିବାହକୁ ମାତ୍ର ଏକ ବର୍ଷ ହୋଇଥିଲା । ମାସକର ଛୁଆ । ଦୁନିଆ ବା କ’ଣ ଜାଣିଛି । ତା ଦୁନିଆ ତା ପାଖରୁ ଚାଲିଯାଇଛି ସେତକ ବି ସେ ଜାଣିପାରୁନି । ଅନୁଗୁଳ ଜିଲ୍ଲାର ବନ୍ତଳା ଥାନା ଅନ୍ତର୍ଗତ ପୋକତୁଙ୍ଗା ଗାଁର ସାହୁ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ ପରେ ଗାଁକୁ ନେଇ ଶବ ସତ୍କାର କରିବେ । ଏପଟେ ବାପା-ମାଆଙ୍କ ଦୁଃଖ । ସେପଟେ ମାସକର ଛୁଆ । ଭଗବାନ ଏ ଭଳି ଦୁଃଖ ଆଉ କାହାକୁ ନ ଦିଅନ୍ତୁ । ପରିବାରକୁ ଧୈର୍ୟ୍ୟ, ସାହସ, ଶକ୍ତି ଦିଅନ୍ତୁ ମହାପ୍ରଭୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ