Masthead

ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଅନୁଭବ ମହାନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର । ୨୦୧୯ରେ ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ ଅନୁଭବ ମହାନ୍ତି।

ଏହା ପୂର୍ବରୁ ଅନୁଭବ ରାଜ୍ୟସଭା ସଦସ୍ୟ ଥିଲେ। ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେଡି କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତିଙ୍କୁ ପ୍ରାର୍ଥୀ କରିଛି। ଅଂଶୁମାନ କିଛି ଦିନ ତଳେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ। ଟିକେଟ୍ କଟିଯିବା ପରେ ଅନୁଭବ ଦଳ ଛାଡ଼ିବେ ବୋଲି ଆଲୋଚନା ହେଉଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି