ଆଇପିଏସଙ୍କ ନାମରେ ଫେକ୍ ଆକାଉଣ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୁଇଦା ବିଭାଗ ଡିଆଇଜି ଅନୁପ ସାହୁ (ଆଇପିଏସ୍)ଙ୍କ ନାମରେ ସୋସିଆଲ ମିଡିିଆରେ ଫେକ୍ ଆକାଉଣ୍ଟ । ଏ ସମ୍ପର୍କରେ ନିଜେ ସୂଚନା ଦେଇଛନ୍ତି ଡିଆଇଜି ଶ୍ରୀ ସାହୁ । ଏହି ଆକାଉଣ୍ଟରୁ ଫ୍ରେଣ୍ଡ ରିକ୍ୱେଷ୍ଟ୍ ଗ୍ରହଣ ନକରିବାକୁ ସେ ଅନୁରୋଧ କରିଛନ୍ତି । ଫେସବୁକରେ  ଆଇଜି ଶ୍ରୀ ସାହୁଙ୍କ ନାମରେ କେହି ଆକାଉଣ୍ଟ ଖୋଲିଥିବାରୁ ଏହା ସମସ୍ୟା ସୃଷ୍ଟି କରିପାରେ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!