ବିଜେପିରେ ଯୋଗ ଦେଲେ ପ୍ରସିଦ୍ଧ ଗାୟିକା ଅନୁରାଧା ପଡୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗ ଦେଲେ ପ୍ରସିଦ୍ଧ ଗାୟିକା ଅନୁରାଧା ପଡୱାଲ । ବିଜେପି କାର୍ଯ୍ୟାଳୟରେ ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି । ଆଜି ନିର୍ବାଚନ କମିଶନର ଆଗାମୀ ଲୋକସଭା ଓ ୪ ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବାକୁ ଯାଉଛନ୍ତି । ଠିକ୍ ଏହି ସମୟରେ ଅନୁରାଧା ବିଜେପିରେ ଯୋଗ ଦେଉଥିବାରୁ ତାଙ୍କୁ ବିଜେପି ଲୋକସଭା ପାଇଁ ପ୍ରାର୍ଥୀ କରିପାରେ ବୋଲି ଅନୁମାନ କରାଯାଉଛି ।

ବିଜେପିରେ ଯୋଗଦେଇ ଅନୁରାଧା କହିଛନ୍ତି, ସନାତନ ଧର୍ମ ସହ ଗଭୀର ସମ୍ପର୍କ ଥିବା ଲୋକମାନଙ୍କ ସହ ଯୋଡ଼ି ହୋଇ ଖୁସି ଲାଗୁଛି। ଫିଲ୍ମଜଗତ ପାଇଁ ଗାଇବା ସହ ଆଧ୍ୟାତ୍ମିକ ଗୀତ ବି ଗାଇଛି। ଯେଉଁ ସମୟରେ ରାମଲାଲାଙ୍କ ସ୍ଥାପନା କରାଗଲା, ସେଠାରେ ମୋତେ ଗାଇବାକୁ ସୁଯୋଗ ଦିଆଯାଇଥିଲା, ଏହା ମୋର ସୌଭାଗ୍ୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’