Masthead

ରାହୁଲ ଗାନ୍ଧୀ ଚାହିଁଲେ ବି ବୀର ସାବରକର ହୋଇପାରିବେ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କଲେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର । କହିଛନ୍ତି ରାହୁଲ ଗାନ୍ଧୀ ଚାହିଁଲେ ବି ବୀର ସାବରକର ହୋଇପାରିବେ ନାହିଁ। କାରଣ ଏଥିପାଇଁ ଦେଶ ପ୍ରତି ନିଷ୍ଠା, ପ୍ରେମ, ନିଶ୍ୱାର୍ଥପରତା ରହିବା ଆବଶ୍ୟକ। ନିକଟରେ ରାହୁଲ ଗାନ୍ଧୀ ବୀର ସାବରକରଙ୍କ ସହ ନିଜକୁ ତୁଳନା କରିଥିଲେ ।

ଯାହାକୁ ନେଇ ଅନୁରାଗ ଠାକୁର ସମାଲୋଚନା କରି କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ସାବରକର ଗୋଟିଏ ବର୍ଷରେ ୬ ମାସ ବିଦେଶ ଯାତ୍ରା କରିନଥିଲେ କିମ୍ବା ସେ ନିଜ ଦେଶ ପାଇଁ ବିଦେଶୀମାନଙ୍କ ସାହାଯ୍ୟ ମାଗିନଥିଲେ। ଭାରତ ମାତାକୁ ଦାସତ୍ୱରୁ ମୁକ୍ତ କରିବା ପାଇଁ ଏକ ଆନ୍ଦୋଳନ ଆରମ୍ଭ କରିଥିବାରୁ ସାବରକର ବ୍ରିଟେନ ଯାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ