Masthead

ନ୍ୟୁୟର୍କ ଟାଇମ୍ସ ଉପରେ ଅଭିଯୋଗ ଆଣିଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବାର ନ୍ୟୁୟର୍କ ଟାଇମ୍ସ ସମେତ ବିଦେଶୀ ମିଡିଆ ଉପରେ ଅଭିଯୋଗ ଆଣିଛନ୍ତି । ଏମାନେ ଭାରତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦୁଷ୍ପ୍ରଚାର କରିଥିବା ଅଭିଯୋଗ କରିଛନ୍ତି ଠାକୁର । ଟୁଇଟ କରି ମନ୍ତ୍ରୀ ଦେଶ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଦନାମ କରିଥିବା ବିଦେଶୀ ମିଡିଆକୁ ତାତ୍ସଲ୍ୟ କରିଛନ୍ତି । ଅନୁରାଗ ଠାକୁର ଲେଖିଛନ୍ତି ଯେ ନ୍ୟୁୟର୍କ ଟାଇମ୍ସ ବହୁ ପୂର୍ବରୁ ନିରପେକ୍ଷତା ଛାଡି ଭାରତ ବିଷୟରେ କିଛି ପ୍ରକାଶ କରିଥିଲା । କଶ୍ମୀରରେ ପ୍ରେସ ସ୍ୱାଧିନତା ଉପରେ ନ୍ୟୁୟର୍କ ଟାଇମ୍ସର ତଥା କଥିତମତ ଭାରତ ତଥା ଏହାର ଗଣତାନ୍ତ୍ରିକ ଅନୁଷ୍ଠାନ ଓ ମୂଲ୍ୟବୋଧ ବିଷୟରେ ପ୍ରଚାରର ଏକ ଅଂଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ