Masthead

ଏହା ବିରୋଧୀ ଦଳର ‘ଅହଂକାର’: ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ହରିୟାଣାର କୈଥଲ ଠାରେ କଂଗ୍ରେସର ଜନ ବିରୋଧ ପ୍ରଦର୍ଶନରେ ଯୋଗ ଦେଇ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ବିଜେପି ଏବଂ ଜେଜେପିଙ୍କୁ କଡ଼ା ଟାର୍ଗେଟ କରିଥିଲେ। ସୁରଜେୱାଲା କହିଥିଲେ, ଯେଉଁମାନେ ବିଜେପି ଏବଂ ଜେଜେପିକୁ ଭୋଟ ଦିଅନ୍ତି ଏବଂ ସେମାନେ ରାକ୍ଷସ ଅଟନ୍ତି। ମୁଁ ଆଜି ମହାଭାରତର ଏହି ଭୂମିରୁ ସେମାନଙ୍କୁ ଅଭିଶାପ ଦେଉଛି । ଏହାକୁ ନେଇ କଂଗ୍ରେସ ଉପରେ ବର୍ଷିଛି ବିଜେପି ।

କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏଭଳି ମନ୍ତବ୍ୟ ପାଇଁ କଂଗ୍ରେସକୁ କ୍ଷମା ମାଗିବାକୁ କହିଛନ୍ତି। ଠାକୁର କହିଛନ୍ତି ଯେ, ମୁଁ ଦାବି କରୁଛି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଏହି ପ୍ରସଙ୍ଗରେ ଦେଶକୁ କ୍ଷମା ମାଗନ୍ତୁ । ନଚେତ୍‌ ଲୋକମାନେ କଂଗ୍ରେସକୁ ଉପଯୁକ୍ତ ଜବାବ ଦେବେ। ଏହା ବିରୋଧୀ ଦଳର ‘ଅହଂକାର’କୁ ଦର୍ଶାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’