Masthead

୧୦ ଜନ୍ମରେ ସାବରକର ହୋଇପାରିବେ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର । ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି ଅନୁରାଗ। କହିଛନ୍ତି ରାହୁଲ ଗାନ୍ଧୀ ୧୦ ଜନ୍ମରେ ମଧ୍ୟ ସାବରକର ହୋଇପାରିବେ ନାହିଁ। କେମ୍ବ୍ରିଜ କାନ୍ଦ ଏବଂ ଲଣ୍ଡନ ମିଛ ଅଧିକ କିଛି କରିବ ନାହିଁ। ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ ଆକ୍ରମଣ କରି ଅନୁରାଗ ତାଙ୍କୁ ମଦ ଦୁର୍ନୀତିର କିଙ୍ଗପିନ ବୋଲି କହିଛନ୍ତି।

କେଜ୍‌ରିୱାଲଙ୍କୁ ମିଥ୍ୟାବାଦୀ ନମ୍ବର ୧ ଏବଂ ସ୍କାମର ନମ୍ବର ୧ ବୋଲି ସେ କହିଛନ୍ତି। ଏହା ସହିତ ପଶ୍ଚିମବଙ୍ଗ ଏବଂ ବିହାରରେ ରାମ ନବମୀ ଅବସରରେ ରେ ହୋଇଥିବା ହିଂସା ସଂପର୍କରେ କେନ୍ଦ୍ରମନ୍ତ୍ରୀ ଉଭୟ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। କହିଛନ୍ତି ବିହାରରେ ତେଜସ୍ବୀ ଯାଦବ ଏବଂ ନୀତୀଶ କୁମାରଙ୍କ ନେତୃତ୍ୱରେ ଜଙ୍ଗଲ ରାଜ ପୁଣି ଫେରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ