Masthead

ଅପରାଜିତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ କେନ୍ଦ୍ର ସରକାର ଦେଇଛନ୍ତି ନୂଆ ଦାୟିତ୍ୱ । ପୂର୍ବତନ ବରିଷ୍ଠ ପ୍ରଶାସିକା ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଞ୍ଚାଳନ ସମିତିରେ ପ୍ରତିନିଧିତ୍ୱ କରିବେ । ଆଗାମୀ ତିନି ବର୍ଷ ଲାଗି ସେ ଭାରତର ପ୍ରତିନିଧିତ୍ୱ କରିବେ । ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ଅନୁମୋଦନ କ୍ରମେ ଅପରାଜିତାଙ୍କୁ ଏହି ନୂଆ ଦାୟିତ୍ୱ ଦିଆଯାଇଛି । ଅପରାଜିତାଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବାରୁ ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ନେତା ଓ କର୍ମୀମାନେ ବେଶ ଖୁସ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା