Masthead

ଅପରାଜିତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ କେନ୍ଦ୍ର ସରକାର ଦେଇଛନ୍ତି ନୂଆ ଦାୟିତ୍ୱ । ପୂର୍ବତନ ବରିଷ୍ଠ ପ୍ରଶାସିକା ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଞ୍ଚାଳନ ସମିତିରେ ପ୍ରତିନିଧିତ୍ୱ କରିବେ । ଆଗାମୀ ତିନି ବର୍ଷ ଲାଗି ସେ ଭାରତର ପ୍ରତିନିଧିତ୍ୱ କରିବେ । ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ଅନୁମୋଦନ କ୍ରମେ ଅପରାଜିତାଙ୍କୁ ଏହି ନୂଆ ଦାୟିତ୍ୱ ଦିଆଯାଇଛି । ଅପରାଜିତାଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବାରୁ ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ନେତା ଓ କର୍ମୀମାନେ ବେଶ ଖୁସ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା