Masthead

ଅପରାଜିତାଙ୍କ ଯାଜପୁର ଗସ୍ତ

ଯାଜପୁର(ବଡ଼ ଖବର ବ୍ୟୁରୋ): ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ତଥା ଭୁବନେଶ୍ୱର ସାସଂଦ ଅପରାଜିତା ଷଡ଼ଙ୍ଗୀ ଯାଜପୁର ଗସ୍ତ କରିଥିଲେ । ପ୍ରଥମେ ବଡ଼ଚଣା ଖଣ୍ଡାସରେ ପହଞ୍ଚି କମ୍ବଳ ବଣ୍ଟନ କରିଥିଲେ । ପରେ ମା ବିରଜାଙ୍କୁ ଦର୍ଶନ କରିଥିଲେ । ବିରଜା କଲ୍ୟାଣ ମଣ୍ଡପରେ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ସର୍କିଟ ହାଉସରେ ଯୁବ ଓ ମହିଳା ବୈଠକରେ ଯୋଗ ଦେଇ ଏନଜିଓ ସଂସ୍ଥା ଦ୍ୱାରା ଆୟୋଜିତ ସମ୍ମିଳନୀରେ ଯୋଗଦେଇଥିଲେ । ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଥିଲେ । ଯାଜପୁର ସଦର ମହକୁମାରେ ପହଞ୍ଚିବା ପରେ ପଦଯାତ୍ରା କରି ଦେବୀ ଦର୍ଶନ କରିଥିଲେ । ବିରଜା ପୀଠରେ ସେବାୟତମାନେ ଯାଜପୁରକୁ ରେଳ ସଂଯୋଗ ଲାଗି ଦାବି କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ