Before Header

ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ: ମୋହନ ମାଝୀ

0 42

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ସ୍ୱାଧୀକାର ଭଙ୍ଗ ନୋଟିସ ଆଣିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ । ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ନେଇ ସ୍ୱାଧୀକାର ଭଙ୍ଗ ନୋଟିସ ଆଣିଛନ୍ତି । ବିରୋଧୀ ଦଳ ଭାବେ ବିବୃତ୍ତି ମାଗି ନଥିଲୁ କିନ୍ତୁ ନିଜ ଆଡୁ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ଫାଇଭଟି ସଚିବଙ୍କୁ ଘଣ୍ଟ ଘୋଡାଇବା ପାଇଁ ବିବୃତି ରଖିଥିଲେ ଏବଂ ବିରୋଧୀମାନଙ୍କୁ ଜନବିରୋଧୀ କହିଥିଲେ । କିଏ ଜନ ବିରୋଧୀ ? ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ଏବଂ ଏହି ଶବ୍ଦକୁ ବାଦ ଦିଅନ୍ତୁ ବୋଲି କହିଛନ୍ତି ମୋହନ ମାଝୀ ।

Leave A Reply

Your email address will not be published.