Masthead

ଇମ୍ରାନଙ୍କୁ ୧୪ ଦିନ ରିମାଣ୍ଡରେ ନେବାକୁ ଆବେଦନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହୋଇଛନ୍ତି। ଗିରଫ ପରେ ପାକିସ୍ତାନରେ ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହୋଇଛି। ଇମ୍ରାନ ଖାନଙ୍କୁ ବୁଧବାର କଡ଼ା ପୋଲିସ ସୁରକ୍ଷା ମଧ୍ୟରେ ରାଜଧାନୀ ଇସ୍ଲାମାବାଦର ଏକ ସ୍ୱତନ୍ତ୍ର ଅଦାଲତରେ ହାଜର କରାଯାଇଛି । ଇମ୍ରାନଙ୍କୁ ୧୪ ଦିନିଆ ରିମାଣ୍ଡରେ ନେବାକୁ ଦାବି କରିଛି ଦୁର୍ନୀତି ନିବାରଣ ସଂସ୍ଥା । ତାଙ୍କୁ ଜଷ୍ଟିସ ମହମ୍ମଦ ବସିରଙ୍କ ଅଧ୍ୟକ୍ଷତାରେ ଗଠିତ ସ୍ୱତନ୍ତ୍ର ଆକାଉଣ୍ଟିବିଲିଟି କୋର୍ଟରେ ହାଜର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି