Masthead

ଶବ ବନ୍ଧକ ରଖି ଦେଉନଥିଲା ଆପୋଲୋ ହସ୍ପିଟାଲ, ବଡ଼ ଖବର ପ୍ରଭାବ ପରେ ଦେବାକୁ ବାଧ୍ୟ ହେଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆପୋଲୋ ହସ୍ପିଟାଲ ନାଁ ରେ ସାଂଘାତିକ ଅଭିଯୋଗ । କରୋନା ରୋଗୀଙ୍କ ଶବକୁ ବନ୍ଧକ ରଖି ମାଗୁଛି ଲକ୍ଷ ଲକ୍ଷ ଟଙ୍କା । ଜଣେ କୋଭିଡ ପେସେଣ୍ଟଙ୍କ ମୃତ୍ୟୁ ପରେ ଆପୋଲୋ ହସ୍ପିଟାଲ ଇନ୍ସ୍ୟୁରାନ୍ସ କମ୍ପାନିକୁ ଗତ ୧୪ ତାରିଖରୁ ଡିସଚାର୍ଜ ଦର୍ଶାଇଥିବା ବେଳେ ଏଯାଏଁ ଶବକୁ ହସ୍ତାନ୍ତର କରିନି ହସ୍ପିଟାଲ । ଶବ ଦେବାକୁ ୧୮ ପ୍ରତିସତ ଜିଏସଟି ସହ ମାଗୁଛି ୮ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା । ବଡ଼ ଖବର ପ୍ରଭାରରେ ନିଜ ନିଷ୍ପତ୍ତିରୁ ଓହରିବାକୁ ବାଧ୍ୟ ହୋଇଛି ଆପୋଲୋ ହସ୍ପିଟାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା