Masthead

ପଦ୍ମ ଧରିଲେ ଅରବିନ୍ଦ ଢାଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିଲେ ଅରବିନ୍ଦ ଢାଲି । ଜୟଦେବ ବିଧାୟକ ହେଉଛନ୍ତି ଅରବିନ୍ଦ ଢାଲି । ଗତକାଲି ବିଜେଡିରୁ ଦେଇଥିଲେ ଇସ୍ତଫା । ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ମିଶିଲେ । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ୍  ।

ତେବେ ଗତକାଲି ବିଜେଡିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଥିଲେ ଅରବିନ୍ଦ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇତିଲେ । ଏହାର ଗୋଟିଏ ଦିନ ପରେ ଆଜି ସେ ବିଜେପିରେ ସାମିଲ ହେଇଛନ୍ତି । ୧୯୯୨ ମସିହାରେ ମାଲକାନଗିରିରୁ ବିଜେପି ଟିକେଟରେ ସେ ବିଧାୟକ ହେଇଥିଲେ । ଏମିତି ବିଜେଡି-ବିଜେପି ମେଣ୍ଟ ସରକାରରେ ସେ ପରିବହନ ମନ୍ତ୍ରୀ ବି ରହିଥିଲେ ।

ହେଲେ ୨୦୦୯ ମସିହାରେ ସେ ବିଜେପି ଛାଡି ବିଜେଡିରେ ସାମିଲ ହେଇଥିଲେ । ୨୦୦୯, ୨୦୧୯ରେ ଜୟଦେବ ନିର୍ବାଚନ ମଣ୍ଡଳୀରୁ ବିଧାୟକ ନିର୍ବାଚିତ ହେଇଥିଲେ ଅରବିନ୍ଦ ଢାଲି । ହେଲେ ଏବେ ସେ ବିଜେଡି ଛାଡି ବିଜେପିରେ ସାମିଲ ହେବା ସହିତ ପୁଣି ନିଜର ପୁରୁଣା ଦଳକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର!