ବିଜେଡିକୁ ଆଉ ଏକ ଝଟ୍‌କା

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିକୁ ଆଉ ଏକ ଝଟ୍‌କା । ଦଳ ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢ଼ାଲି । ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିରୁ ଇସ୍ତଫା ଦେଇଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅରବିନ୍ଦ । ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର । ଆସନ୍ତାକାଲି ବିଜେପିରେ ଯୋଗଦେବେ ଅରବିନ୍ଦ ଢାଲି । ପୂର୍ବରୁ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଥିବା ଅରବିନ୍ଦ ଢାଲି ୬ ଥର ବିଧାୟକ ରହିଛନ୍ତି ।

ପ୍ରଥମେ ବିଜେପି ଟିକେଟରୁ ବିଧାୟକ ହୋଇଥିବା ଅରବିନ୍ଦ ପରବର୍ତ୍ତୀ ସମୟରେ ଭାରତୀୟ ଜନଶକ୍ତି ପାର୍ଟି, ସମାଜବାଦୀ ପାର୍ଟି ଏବଂ ବିଜେଡିରେ ସାମିଲ ହୋଇଥିଲେ । ତେବେ ୨୦୨୪ ନିର୍ବାଚନ ପୂର୍ବରୁ ଅରବିନ୍ଦ ପୁଣିଥରେ ବିଜେଡି ଛାଡି ବିଜେପି କ୍ୟାମ୍ପକୁ ଫେରିଛନ୍ତି । ତେବେ ଇସ୍ତଫା ଦେବା ପଛରେ ସେଭଳି କୌଣସି ସ୍ପଷ୍ଟ କାରଣ ଦର୍ଶାଇ ନାହାନ୍ତି ଅରବିନ୍ଦ ଢାଲି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’