Masthead

ଆଖଣ୍ଡଳମଣିଙ୍କ ଦର୍ଶନ ଲାଗି ଜାରି ହେଲା ଏସଓପି

ଆରଡ଼ି(ବଡ଼ ଖବର ବ୍ୟୁରୋ): ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଏସଓପି ଜାରି । ଦୀର୍ଘ ୯ମାସରୁ ଉଦ୍ଧ୍ୱର୍ ବନ୍ଦ ରହିଥିବା ବାବା ଆଖଣ୍ଡଳମଣୀଙ୍କ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ଜାରି କରିଛି ଏସଓପି । ଆସନ୍ତା ୩ ତାରିଖରୁ ଖୋଲିବ ଏହି ପ୍ରସିଦ୍ଧ ମନ୍ଦିର । ପ୍ରଥମେ ସେବାୟତ ପରିବାରଙ୍କ ଦର୍ଶନ ପାଇଁ ୨୮ ଓ ୨୯ ତାରିଖକୁ ଧାର୍ଯ୍ୟ କରାଯାଇଛି । ୩୦ ଓ ୩୧ ତାରିଖରେ ସ୍ଥାନୀୟ ୪ଟି ପଚାଂୟତର ଲୋକମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ଆସନ୍ତା ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରହିବ । ୩ରେ ସର୍ବସାଧାରଣ ପ୍ରଭୁଙ୍କୁ ଦର୍ଶନ କରିବେ । ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ପାଇବେ ଦର୍ଶନର ସୁବିଧା । ଅନ୍ୟ ସମୟରେ ମନ୍ଦିର ପୂର୍ବପରି ବନ୍ଦ ରହିବ । ଭକ୍ତମାନେ ମନ୍ଦିର ଭିତରକୁ ଫୁଲ, ଦୀପ, ଭୋଗ ଓ କୌଣସି ପୂଜା ସାମଗ୍ରୀ ନେଇପାରିବେ ନାହିଁ । ଏପରିକି ମନ୍ଦିର ଭିତରେ ଅଧିକ ସମୟ ଯାତ୍ରୀମାନେ ରହିପାରିବେ ନାହିଁ । କରୋନ ଗାଇଡ ଲାଇନ ଅନୁସାରେ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ