Masthead

ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ହନି ଟ୍ରାପ ମାମଲାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କୁ ମିଳିଛି ଜାମିନ । ତାଙ୍କ ନାମରେ ୩ଟି ମାମଲା ଥିବା ବେଳେ ଖଣ୍ଡଗିରି ମାମଲାରେ ହାଇକୋର୍ଟରୁ ଅର୍ଚ୍ଚନାଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ । ଦୁଇଟି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ଖଣ୍ଡଗିରି ଓ ନୟାପଲ୍ଲୀ ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିଛି । ତଦନ୍ତରେ ସହଯୋଗ କରିବାକୁ ସର୍ତ୍ତ ରଖାଯାଇଛି ।ହାଇକୋର୍ଟ ରଖିଥିବା ସର୍ତ୍ତ ଗୁଡ଼ିକ ହେଉଛି, ସେ ଆବେଦନକାରୀଙ୍କ ସହିତ ଯୋଗାଯୋଗ କରିପାରିବେନି, ବେଲ୍ ଥିବା ସମୟରେ ମାମଲାକୁ ନେଇ ବାହାରେ ସେ କିଛି ପ୍ରତିକ୍ରିୟା ରଖିପାରିବେନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି