Masthead

ମେ’ ୧୬କୁ ଘୁଞ୍ଚିଲା ଅର୍ଚ୍ଚନାଙ୍କ ଜାମିନ ଆବେଦକ ଶୁଣାଣି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘୁଞ୍ଚିଲା ଅର୍ଚ୍ଚନା ନାଗ ଜାମିନ ଆବେଦନର ଶୁଣାଣି । ଇଡି ମାମଲାରେ ହନିଟ୍ରାପ କୁଇନ ଅର୍ଚ୍ଚନା ନାଗର ଜାମିନ ଆବେଦନ ମେ ୧୬ ତାରିଖକୁ ଘୁଞ୍ଚାଇଛନ୍ତି ହାଇକୋର୍ଟ । ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ ।

ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିଥିଲେ ମଧ୍ୟ ସେ ଝାରପଡ଼ା ଜେଲରୁ ମୁକୁଳି ପାରିନାହାନ୍ତି । ଅର୍ଚ୍ଚନାଙ୍କ ବିରୋଧରେ ଆଉ ୨ଟି ମାମଲା ରହିଛି । ଇଡି ମାମଲାରେ ଜାମିନ ମିଳିବା ପରେ ଅର୍ଚ୍ଚନା ଅନ୍ୟ ମାମଲାରେ ଜାମିନ ପାଇଁ ଆବେଦନ କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା