Masthead

ମେ’ ୧୬କୁ ଘୁଞ୍ଚିଲା ଅର୍ଚ୍ଚନାଙ୍କ ଜାମିନ ଆବେଦକ ଶୁଣାଣି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘୁଞ୍ଚିଲା ଅର୍ଚ୍ଚନା ନାଗ ଜାମିନ ଆବେଦନର ଶୁଣାଣି । ଇଡି ମାମଲାରେ ହନିଟ୍ରାପ କୁଇନ ଅର୍ଚ୍ଚନା ନାଗର ଜାମିନ ଆବେଦନ ମେ ୧୬ ତାରିଖକୁ ଘୁଞ୍ଚାଇଛନ୍ତି ହାଇକୋର୍ଟ । ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ ।

ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିଥିଲେ ମଧ୍ୟ ସେ ଝାରପଡ଼ା ଜେଲରୁ ମୁକୁଳି ପାରିନାହାନ୍ତି । ଅର୍ଚ୍ଚନାଙ୍କ ବିରୋଧରେ ଆଉ ୨ଟି ମାମଲା ରହିଛି । ଇଡି ମାମଲାରେ ଜାମିନ ମିଳିବା ପରେ ଅର୍ଚ୍ଚନା ଅନ୍ୟ ମାମଲାରେ ଜାମିନ ପାଇଁ ଆବେଦନ କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ