Masthead

ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ । ଆଜି ବିଜେପି ରାଜ୍ୟ ମୁଖ୍ୟାଳୟରେ ମିଶିଲେ ଅର୍ଦ୍ଧେନ୍ଦୁ ଦାସ। ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତି ଦଳରେ ହେଲେ ସାମିଲ ।

ମାଷ୍ଟରକ୍ୟାଂଟିନ ଛକରୁ ବିଜେପି ପାର୍ଟି ଅଫିସ ଯାଏଁ ବାହାରିଥିଲା ବିଶାଳ ଶୋଭାଯାତ୍ରା । ୩୦ ବର୍ଷ ଧରି ସାମ୍ବାଦିକତାରେ ଅଛନ୍ତି ଅର୍ଦ୍ଧେନ୍ଦୁ । ଟିଭି ସାମ୍ବାଦିକତା କ୍ଷେତ୍ରରେ ବେଶ୍ ଲୋକପ୍ରିୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ