Masthead

ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ । ଆଜି ବିଜେପି ରାଜ୍ୟ ମୁଖ୍ୟାଳୟରେ ମିଶିଲେ ଅର୍ଦ୍ଧେନ୍ଦୁ ଦାସ। ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତି ଦଳରେ ହେଲେ ସାମିଲ ।

ମାଷ୍ଟରକ୍ୟାଂଟିନ ଛକରୁ ବିଜେପି ପାର୍ଟି ଅଫିସ ଯାଏଁ ବାହାରିଥିଲା ବିଶାଳ ଶୋଭାଯାତ୍ରା । ୩୦ ବର୍ଷ ଧରି ସାମ୍ବାଦିକତାରେ ଅଛନ୍ତି ଅର୍ଦ୍ଧେନ୍ଦୁ । ଟିଭି ସାମ୍ବାଦିକତା କ୍ଷେତ୍ରରେ ବେଶ୍ ଲୋକପ୍ରିୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା