Masthead

ପଦ୍ମ ଧରିବେ ଅର୍ଦ୍ଧେନ୍ଦୁ ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିବେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ । ଆଜି ବିଜେପି ରାଜ୍ୟ ମୁଖ୍ୟାଳୟରେ ମିଶ୍ରଣ ପର୍ବ । ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତି ଦଳରେ ହେବେ ସାମିଲ । ପୂର୍ବତନ ସଭାପତି ସମୀର ମହାନ୍ତି ବି ଉପସ୍ଥିତ ରହିବେ ।

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସହ ହେବ ପଦଯାତ୍ରା । ମାଷ୍ଟରକ୍ୟାଂଟିନ ଛକରୁ ବିଜେପି ପାର୍ଟି ଅଫିସ ଯାଏଁ ହେବ ଶୋଭାଯାତ୍ରା । ୩୦ ବର୍ଷ ଧରି ସାମ୍ବାଦିକତାରେ ଅଛନ୍ତି ଅଦେ୍ର୍ଧନ୍ଦୁ । ଟିଭି ସାମ୍ବାଦିକତା କ୍ଷେତ୍ରରେ ବେଶ୍ ଲୋକପ୍ରିୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା