Masthead

ଏମାନେ କ’ଣ ବିଜୁ ଜନତା ଦଳର ପୋଲିସ: ସମୀର ମହାନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତକୁ ନେଇ ଆନେ୍ଦାଳନ କରୁଛି ବିଜେପି । ଆଜି ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛି ବିଜେପି । କ୍ୟାବିନେଟ ମନ୍ତ୍ରୀଙ୍କୁ ଦିନ ଦ୍ୱିପ୍ରହରରେ ହତ୍ୟା କରାଯିବା ଏବଂ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ପିଏସଓ ଫେରାଇବା ପୋଲିସ ଉପରେ ବଡ ପ୍ରଶ୍ନ ବାଚୀ ସୃଷ୍ଟି କରିଛି । ପିଏସଓ ଫେରାଇବା ପରେ ରାଜ୍ୟ ପୋଲିସ ବିଭାଗର ଡିଜି କିମ୍ବା ଡିଆଇଜି କେହି ବି ଜୟନାରାୟଣଙ୍କ ସହ କଥା ହେଲେ ନାହିଁ । ଏମାନେ କ’ଣ ବିଜୁ ଜନତା ଦଳର ପୋଲିସ ବୋଲି କହିଛନ୍ତି ସମୀର ମହାନ୍ତି । ଏହି ବିଷୟରେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିବା ସହ ଏଥିରେ ହସ୍ତକ୍ଷେପ କରିବାକୁ କହିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ