Masthead

ଏମାନେ କ’ଣ ବିଜୁ ଜନତା ଦଳର ପୋଲିସ: ସମୀର ମହାନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତକୁ ନେଇ ଆନେ୍ଦାଳନ କରୁଛି ବିଜେପି । ଆଜି ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛି ବିଜେପି । କ୍ୟାବିନେଟ ମନ୍ତ୍ରୀଙ୍କୁ ଦିନ ଦ୍ୱିପ୍ରହରରେ ହତ୍ୟା କରାଯିବା ଏବଂ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ପିଏସଓ ଫେରାଇବା ପୋଲିସ ଉପରେ ବଡ ପ୍ରଶ୍ନ ବାଚୀ ସୃଷ୍ଟି କରିଛି । ପିଏସଓ ଫେରାଇବା ପରେ ରାଜ୍ୟ ପୋଲିସ ବିଭାଗର ଡିଜି କିମ୍ବା ଡିଆଇଜି କେହି ବି ଜୟନାରାୟଣଙ୍କ ସହ କଥା ହେଲେ ନାହିଁ । ଏମାନେ କ’ଣ ବିଜୁ ଜନତା ଦଳର ପୋଲିସ ବୋଲି କହିଛନ୍ତି ସମୀର ମହାନ୍ତି । ଏହି ବିଷୟରେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିବା ସହ ଏଥିରେ ହସ୍ତକ୍ଷେପ କରିବାକୁ କହିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା