Masthead

ଅରିନ୍ଦମଙ୍କ ଶେଷକୃତ୍ୟ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ପଞ୍ଚଭୂତରେ ଲୀନ ହୋଇଛନ୍ତି ଓଡିଶାର ଦୁଃସାହସୀ ଯୁବ ସାମ୍ବାଦିକ ଅରିନ୍ଦମ ଦାସ । କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳା ନିକଟ ବୈତରଣୀ ନଦୀ କୂଳରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଅପରିପକ୍ଷରେ ଅରିନ୍ଦମଙ୍କ ମୃତଦେହ ଭୋର ପ୍ରାୟ ୪ଟି ୨୦ ମିନିଟରେ ତାଙ୍କ ପୈତୃକ ଗାଁ କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳାରେ ପହଞ୍ଚିଥିଲା ।

ଏହା ପରେ ଏକ ଶୋଭାଯାତ୍ରାରେ ଅରିନ୍ଦମଙ୍କ ପାର୍ଥିବ ଶରୀରକୁ ଶ୍ମଶାନ ଅଭିମୁଖେ ନିଆଯାଇଥିଲା । ଶୋକାକୂଳ ପରିବଶେରେ ଫାଟି ପଡ଼ିଥିଲା ପୂରା ପରିବେଶ । ଶେଷକୃତ୍ୟ ସମୟରେ ଶ୍ମଶାନରେ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଓ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ସମେତ ଓଟିଭିର ବହୁ କର୍ମଚାରୀ ଓ ସ୍ଥାନୀୟ ଲୋକେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା