Masthead

‘ଘରକୁ ଗୁଣ୍ଡା ଆଣୁଥିଲେ ଅଦ୍ରିଜା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦାରେ ପଡ଼ିଛି ରାଜପରିବାର କଳି । ଅର୍କେଶ ଉପରେ ଅଭିଯୋଗ ଆଣିଛନ୍ତି ଅଦ୍ରିଜା । ଅଭିଯୋଗ ପରେ ପ୍ରତିକ୍ରିୟା ରଖିଛନ୍ତି ଅର୍କେଶ ସିଂହଦେଓ । କହିଛନ୍ତି ସାତ ଆଠ ମାସ ଅଦ୍ରିଜା ଘରୋଇ ହିଂସା ଭଳି ମୋ ନାରେ ମାମଲା ଦିଆଯାଇଛି । ଡେରାଡୁନ୍ ତାଙ୍କ ନିଜ ଘରକୁ ତାଙ୍କୁ ଛାଡ଼ୁ ନାହାନ୍ତି ।

ଡେରାଡୁନ ସ୍ଥିତ ଘରେ ଆଦ୍ରିଜାଙ୍କ ବାପା, ମାଆ ଓ ଭଉଣୀ ରହୁଛନ୍ତି । ଘର ଲୋକଙ୍କ ନାଁରେ ମିଛ ମାମଲା କରିଛନ୍ତି ଆଦ୍ରିଜା । ୬ ମାସ ହେବ ମୁଁ ସେ ଘର ଛାଡ଼ି ଦେଇଛି । ୩ ଦିନ ତଳେ ଘରେ ଗୁଣ୍ଡା ପୁରାଇଥିଲେ ଆଦ୍ରିଜା । ଏସବୁ ଅଭିଯୋଗ କରି ଆଦ୍ରିଜା ଡ୍ରାମା କରୁଛନ୍ତି ବୋଲି କହିଛନ୍ତି ଅର୍କେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା