Masthead

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଜମ୍ମୁ-କାଶ୍ମୀରର କିସ୍ତୱରରେ ସେନା ହେଲିକପ୍ଟର ଏଏଲଏଚ ଧ୍ରୁବ ଦୁର୍ଘଟଣାଗ୍ରସ୍ତ । ମଣ୍ଡୱାର ମାଖନା ଜଙ୍ଗଲରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଦୁଇ ଜଣ ଆହତ ହୋଇଛନ୍ତି। ସେନା ଅଧିକାରୀଙ୍କ ଅନୁଯାୟୀ ଏହି ଦୁର୍ଘଟଣାରେ ପାଇଲଟ ଆହତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର