Masthead

ଏଟିଏମ୍ ଲୁଟେରା ଗିରଫ

ଜୁନାଗଡ଼ (ବଡ଼ ଖବର ବ୍ୟୁରୋ): ନିରିହ ଲୋକଙ୍କୁ ଟାର୍ଗେଟ କରି ଏଟିଏମ ନିକଟରୁ ଲୁଟ କରୁଥିବା ଜଣେ ଅଭିଯୁକ୍ତକୁ ଗିରଫ କରିଛି କଳାହାଣ୍ଡି ପୋଲିସ । ଗିରଫ ଅଭିଯୁକ୍ତ ହେଲା ଚୈବନ ନାଗ। ତାଙ୍କ ଘର ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଅଞ୍ଚଳରେ। ଚୈବନ ବିଭିନ୍ନ ଜିଲ୍ଲାକୁ ଯାଇ ଏଟିଏମ ନିକଟରେ ଠିଆ ହେଉଥିଲା। ନିରିହ ଲୋକଙ୍କୁ ଟଙ୍କା ଉଠାଣରେ ସାହାଯ୍ୟ କରିବା ବାହାନାରେ ସବୁ ଟଙ୍କା ଲୁଟି ନେଉଥିଲା । ୪ ଜଣଙ୍କ ଠାରୁ ଲୁଟ୍ କରିଥିବା ପ୍ରଥମେ ଜୁନାଗଡ଼ ଥାନାରେ ଏତଲା ଦିଆଯାଇଥିଲା । ଏହାପରେ ତତ୍ପର ହୋଇଛି ପୋଲିସ । ଅଭିଯୁକ୍ତକୁ ଗିରଫ କରିବା ସହ ତା’ପାଖରୁ ୭ଟି ଏଟିଏମ କାର୍ଡ, ନଗଦ ୬୭୦୦୦ ଟଙ୍କା ଓ ୨ଟି ମୋବାଇଲ ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ