Masthead

ପିକଅପ ଭ୍ୟାନ ସହ ୨ ଗୋରୁବେପାରୀ ଗିରଫ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଗୋରୁଚାଲାଣ ଅଭିଯୋଗରେ ୨ ଗୋରୁ ବେପାରୀ ଗିରଫ ହୋଇଛନ୍ତି । ବେପାରୀମାନେ ପଶ୍ଚିମବଙ୍ଗରୁ ଗୋରୁ ଓଡ଼ିଶା ଚାଲାଣ କରୁଥିବାବେଳେ ଧରାପଡ଼ିଛନ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଲକ୍ଷ୍ମଣ ନାଥ ପଞ୍ଚ।।ୟତ ବିରିଶପୁର ଗାଁ ଭିତର ଦେଇ ଏକ ପିକଅପ୍ ଭ୍ୟାନରେ ଗୋରୁମାନଙ୍କୁ ପଶ୍ଚିମବଙ୍ଗରୁ ଓଡ଼ିଶା ଚାଲାଣ କରାଯାଉଥିଲା । ଗାଁ ଲୋକ ଖବର ପାଇବା ପରେ ଉକ୍ତ ପିକଅପ ଭ୍ୟାନକୁ ଅଟକାଇ ଜଳେଶ୍ୱର ଥାନାରେ ଦେଇଥିଲେ । ପୋଲିସ ୨ ଗୋର ବେପାରୀଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା