Masthead

ପାକିସ୍ତାନରେ ୧୪୪ ଧାରା ଜାରି ହେବା ସହ ଇଣ୍ଟରନେଟ ସେବା ବନ୍ଦ

ପାକିସ୍ତାନ(ବଡ଼ ଖବର ବ୍ୟୁରୋ): ଇମ୍ରାନ ଖାଁଙ୍କ ଗିରଫଦାରୀକୁ ନେଇ ଜଳୁଛି ପାକିସ୍ତାନ । ସାରା ଦେଶରେ ୧୪୪ ଧାରା ଜାରି ହେବା ସହ ଇଣ୍ଟରନେଟ ସେବା ବନ୍ଦ । ବହୁ ସହରରେ ହିଂସାକାଣ୍ଡ ପାଇଁ ୬ ଜଣଙ୍କର ମୃତ ହେବା ସହ ଅନେକ ଆହତ ହୋଇଛନ୍ତି । ସେନା ମୁଖ୍ୟାଳୟରେ ବ୍ୟାପକ ଭଙ୍ଗାରୁଜା, ପୋଡ଼ାଜଳାରେ ହଜାରରୁ ଅଧିକ ପିଟିଆଇ ସମର୍ଥକ, କର୍ମକର୍ତ୍ତା ଗିରଫ ହୋଇଛନ୍ତି । ସେପଟେ ତୋଷଖାନା ମାମଲାରେ ଇମ୍ରାନଙ୍କ ବିରୋଧରେ ଚାର୍ଜ ଫ୍ରେମ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ