Masthead

ପରଲୋକରେ ଅରୁଣ ଗାନ୍ଧି

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ): ମହାତ୍ମା ଗାନ୍ଧିଙ୍କ ନାତି ଅରୁଣ ଗାନ୍ଧିଙ୍କ ପରଲୋକ । ୮୯ ବୟସରେ ତାଙ୍କର ପରଲୋକ ଘଟିଛିା ମଙ୍ଗଳବାର ମହାରାଷ୍ଟ୍ର କୋଲହାପୁରରେ ତାଙ୍କର ଦେହାନ୍ତ ହୋଇଛି । ଅରୁଣଙ୍କ ଅନ୍ତିମ ସଂସ୍କାର କୋହଲାପୁରରେ ହେବ ବୋଲି ତାଙ୍କ ପୁଅ ତୁଷାର ଗାନ୍ଧି କହିଛନ୍ତି । ଏପ୍ରିଲ ୧୪, ୧୯୩୪ରେ ଡର୍ବାନରେ ଅରୁଣ ଜନ୍ମଗ୍ରହଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ