Masthead

ପରଲୋକରେ ଅରୁଣ ଗାନ୍ଧି

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ): ମହାତ୍ମା ଗାନ୍ଧିଙ୍କ ନାତି ଅରୁଣ ଗାନ୍ଧିଙ୍କ ପରଲୋକ । ୮୯ ବୟସରେ ତାଙ୍କର ପରଲୋକ ଘଟିଛିା ମଙ୍ଗଳବାର ମହାରାଷ୍ଟ୍ର କୋଲହାପୁରରେ ତାଙ୍କର ଦେହାନ୍ତ ହୋଇଛି । ଅରୁଣଙ୍କ ଅନ୍ତିମ ସଂସ୍କାର କୋହଲାପୁରରେ ହେବ ବୋଲି ତାଙ୍କ ପୁଅ ତୁଷାର ଗାନ୍ଧି କହିଛନ୍ତି । ଏପ୍ରିଲ ୧୪, ୧୯୩୪ରେ ଡର୍ବାନରେ ଅରୁଣ ଜନ୍ମଗ୍ରହଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ