Masthead

ବିଧାନସଭା ଜ୍ଞାନ ବାଣ୍ଟିବା ସଭା ନୁହେଁ: ଅରୁଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିରୋଧୀଙ୍କ ମାନସିକ ସ୍ଥିତି ଠିକ୍ ନାହିଁ । ଜ୍ଞାନ ବାଣ୍ଟୁଥିବା ଦୁଇ ବରିଷ୍ଠ ନେତାଙ୍କ ଜ୍ଞାନ ଗ୍ରହଣ କରିବାର ସକ୍ଷମ ନାହିଁ ବୋଲି କହିଲେ ବିଜେଡି ବିଧାୟକ ଅରୁଣ ସାହୁ । ସେ କହିଛନ୍ତି ଖବରର ଶିରୋନାମାରେ ରହିବାକୁ ସବୁବେଳେ ଅପଚେଷ୍ଟା ଓ ଅପଳାପ କରୁଛନ୍ତି । ବିଧାନସଭା ଜ୍ଞାନ ବାଣ୍ଟିବା ସଭା ନୁହେଁ । ଓଡ଼ିଶାବାସୀଙ୍କ ଭାଗ୍ୟ ପରିବର୍ତ୍ତନ ପାଇଁ । ୫ଟି ମନ୍ତ୍ରରେ ଗୃହର ମାନ୍ୟବର ଦୁଇ ବରିଷ୍ଠ ମିଶ୍ର ବେଶୀ ପ୍ରଭାବିତ ହୋଇଛନ୍ତି ।

ତାଙ୍କ ଜୀବନ କାଳରେ ସେମାନେ ଯାହା କରିନଥିଲେ ତାଙ୍କ ନିର୍ବାଚନ ମଣ୍ଡଳୀରେ ୫ଟି ତାହା କରିଛନ୍ତି । ଏଥିପାଇଁ ତର୍କ ପାଇଁ ଆହ୍ୱାନ ଦେଲେ ବିଜେଡି ବିଧାୟକ ଅରୁଣ ସାହୁ । ମାନସିକ ଭାରସାମ୍ୟ ହରାଇଛନ୍ତି ବିରୋଧୀ । ଯେଉଁଠି ସକାଳ ଚା ପିଇବା ବେଳେ ଯିଏ ଯାହା କହିଲେ ତାହାକୁ ଶୁଣି କହୁଛନ୍ତି । କେବଳ ଖବର ଶିରୋନାମାରେ ରହିବା ପାଇଁ । ସବୁ ଅଫିସରମାନେ ଜିଲ୍ଲା ଗସ୍ତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ