Masthead

ପ୍ରଶ୍ନକାଳକୁ ବିରୋଧ କରିବା କେଉଁ ସମ୍ବିଧାନରେ ଲେଖା: ଅରୁଣ ସାହୁ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କହି ଦେଉ ଥାଏ ପରକୁ, ବୁଦ୍ଧି ନ ଦିଶଇ ଘରକୁ । ଏଭଳି କହି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ବିଧାନସଭାରେ ଶାସକ ଏବଂ ବିରୋଧୀଙ୍କ କହିବାର ଅଧିକାର ଅଛି । ବିରୋଧୀଙ୍କର କହିବାର ସମୟ ଅଧିକ । ପ୍ରଶ୍ନକାଳକୁ ବିରୋଧ କରିବା କେଉଁ ସମ୍ବିଧାନରେ ଲେଖା ଅଛି ବୋଲି ପ୍ରଶ୍ନ କରିଛନ୍ତି ଅରୁଣ ସାହୁ । ତାଙ୍କ ନିଜ ଉପରେ କିମ୍ବା ଦଳ ଉପରେ ନିୟନ୍ତ୍ରଣ ନାହିଁ ।

ବିରୋଧୀ ସବୁ ସମୟ ନେବେ ବୋଲି କହିବା ଠିକ ନୁହେଁ । ଗୃହରେ ଉଠାଇବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କଥା ଅଛି । ବିଜେପି କଂଗ୍ରେସ ଦିଲ୍ଲୀରେ ପରସ୍ପର ଭିତରେ ଗଡ଼ାଗଡ଼ି ହେଉଛନ୍ତି । କିନ୍ତୁ ଏଠି କୋଳାକୋଳି ହେଉଛନ୍ତି କାହିଁକି ବୋଲି କହିଛନ୍ତି ଅରୁଣ । ବିଧାନସଭାକୁ ବନ୍ଦ କରି ବାହାରେ ଆଲୋଚନା କରୁଛନ୍ତି ବୋଲି ଅଭିଯୋଗ ଆଣିଲେ ଅରୁଣ । ଗୃହ ଚଳାଇବା କଥା କହୁଛନ୍ତି କିନ୍ତୁ ବିରୋଧୀ ଚଳାଇ ଦେଉନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ