Masthead

୫ଟିକୁ ନେଇ ପାକିସ୍ତାନରେ ପହଞ୍ଚିଲେଣି: ଅରୁଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କୁ ଟାର୍ଗେଟ କଲେ ନୟାଗଡ଼ର ବିଜେଡି ବିଧାୟକ ଅରୁଣ ସାହୁ । କହିଛନ୍ତି ନେତାଙ୍କୁ ଗ୍ରାସିଛି ୫ଟି ଭୂତ । ସୁସ୍ଥ ମସ୍ତିଷ୍କରେ ନାହାନ୍ତି ବିରୋଧୀ ଦଳ ନେତା । ବିରୋଧୀ ଦଳ ନେତା ବାରମ୍ବାର ଅନେକ ଘଟଣା ଉଠାଉଛନ୍ତି ଯାହା କି ହାସ୍ୟାସ୍ପଦ। ୫ଟି କଣ ତାହା ବୁଝିଛନ୍ତି ବିରୋଧୀ ଦଳ ନେତା । କିନ୍ତୁ ବୁଝି ଅବୁଝା ହେଉଛନ୍ତି । ଯଦି ଓଡ଼ିଶାର କୌଣସି ଗାଁକୁ ଯିବେ ଯେଉଁ ଠି ପ୍ରଗତିର ଲକ୍ଷଣ ଦେଖିବେ ସେଇଟା ହିଁ ୫ଟି । ବିରୋଧୀ ଦଳ ନେତା ୫ଟିକୁ ନେଇ ପାକିସ୍ତାନରେ ପହଂଚିଲେଣି ।

ଜାତୀୟ ପତାକାରେ ସବୁଜ ରଙ୍ଗ ରହିଛି । ବିରୋଧୀ ଦଳ ନେତା ସ୍କୁଲରେ ଲାଗିଥିବା ସବୁଜ ରଙ୍ଗ କଥା କେମିତି କହୁଛନ୍ତି । ସବୁଜ ରଙ୍ଗ କଥା ଯଦି କହୁଛନ୍ତି ପରିବା ଖାଇବା ଛାଡି ଦିଅନ୍ତୁ । ୫ଟିକୁ ନେଇ ଯାହା ଯାହା କହୁଛନ୍ତି ସେଥିରେ ତାଳ ମେଳ ନାହିଁ । ବିଜେପି ଶାସିତ ରାଜ୍ୟର ଲୋକ ବି ଆମ ରାଜ୍ୟକୁ ଆସି ୫ଟିକୁ ଅନୁକରଣ କରୁଛନ୍ତି । ବିରୋଧୀ ଦଳ ନେତାଙ୍କୁ ୫ଟି ଭୂତ ଲାଗିଛି । ୫ଟି ହେଉଛି ଏକ ଚିନ୍ତା ଧାରା ଏକ ବିଚାର ଧାରା ।ସବୁଠି ୫ଟି ଜରିଆରେ ସ୍କୁଲର ରୂପାନ୍ତରିତ ହେଉଛି । ସବୁ ନିର୍ବାଚନ ମଣ୍ଡଳୀରେ ହେଉଛି । ୫ଟି ଭୂତ ଛାଡ଼ନ୍ତୁ । ଯଦି ହିମାଳୟ ନେବାକୁ ଚାହିଁବେ ଆମେ ନେଇଯିବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି