Masthead

ବିରୋଧୀମାନେ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛନ୍ତି: ଅରୁଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୂନ୍ୟ କାଳରେ ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରତିକ୍ରିୟା । କହିଲେ ଗତ ୫ ଦିନ ଧରି ୫ କେଜି ଚାଉଳ ପ୍ରସଙ୍ଗ ଉଠାଇବାକୁ ସୁଯୋଗ ମିଳୁନାହିଁ । ଲୋକଙ୍କ ବିଭିନ୍ନ ସମସ୍ୟାକୁ ବିଧାନସଭାରେ କହିବାକୁ ସୁଯୋଗ ଦେଉନାହାନ୍ତି ବିରୋଧୀ । କେନ୍ଦ୍ର ସରକାର ୫ କେଜି ଚାଉଳ କାଟି ଦେଲେ । ୭୧ ହଜାର କୋଟି ବଜେଟରୁ କଟିଲା ।

ଏବେ ପୁଣି କେନ୍ଦ୍ର ସରକାର ୧୭ ଲକ୍ଷ ମେଟ୍ରିକ ଟନ ଚାଉଳ ଉଠାଇବା ପାଇଁ ପ୍ରସ୍ତୁତ ନାହାନ୍ତି । ପୂର୍ବରୁ ୧୩ ଲକ୍ଷ ମେଟ୍ରିକ ଟନ ବଳକା ରହୁଥିଲା । ଉଷୁନା ଚାଉଳ ନେଉନାହାନ୍ତି । ଚାଷୀ କେତେ ଅସୁବିଧାରେ ପଡିବେ । ବିରୋଧୀମାନେ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛନ୍ତି । ବିଜେଡ଼ି ଦାବି କରୁଛି ବଳକା ଚାଉଳ ଉଠାଇବା ସହ କାଟି ଥିବା ୫ କେଜି ଚାଉଳ ଦିଅନ୍ତୁ କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ