Masthead

ଆପଣଙ୍କ ପାଣ୍ଡିତ୍ୟ ଆପଣ ପାଠ କରନ୍ତୁ: ଅରୁଣ ସାହୁ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିରୋଧୀଙ୍କୁ ଅରୁଣଙ୍କ କଟାକ୍ଷ । ନୟାଗଡ ବଧାୟକ ଅରୁଣ ସାହୁ କହିଛନ୍ତି, ଆପଣ ବିରୋଧୀ ଭାବେ କୁହନ୍ତୁ କିନ୍ତୁ ଆମ କୁ ତ କିଛି ସମୟ ମିଳୁ। ଆପଣଙ୍କ ପାଣ୍ଡିତ୍ୟ ଆପଣ ପାଠ କରନ୍ତୁ ଆମର କିଛି କହିବାର ନାହିଁ। ଚାଷୀ କଥା କହି ବିରୋଧୀଙ୍କ ପାଣ୍ଡିତ୍ୟ ଜ୍ଞାନକୁ ତେରଛା ବାଣ ମାରିଲେ ଶାସକ ଦଳର ଉଭୟ ବିଧାୟକ ଦେବୀ ମିଶ୍ର ଓ ଅରୁଣ ସାହୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି