Masthead

ବିରୋଧୀମାନେ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛନ୍ତି: ଅରୁଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୂନ୍ୟ କାଳରେ ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରତିକ୍ରିୟା । କହିଲେ ଗତ ୫ ଦିନ ଧରି ୫ କେଜି ଚାଉଳ ପ୍ରସଙ୍ଗ ଉଠାଇବାକୁ ସୁଯୋଗ ମିଳୁନାହିଁ । ଲୋକଙ୍କ ବିଭିନ୍ନ ସମସ୍ୟାକୁ ବିଧାନସଭାରେ କହିବାକୁ ସୁଯୋଗ ଦେଉନାହାନ୍ତି ବିରୋଧୀ । କେନ୍ଦ୍ର ସରକାର ୫ କେଜି ଚାଉଳ କାଟି ଦେଲେ । ୭୧ ହଜାର କୋଟି ବଜେଟରୁ କଟିଲା ।

ଏବେ ପୁଣି କେନ୍ଦ୍ର ସରକାର ୧୭ ଲକ୍ଷ ମେଟ୍ରିକ ଟନ ଚାଉଳ ଉଠାଇବା ପାଇଁ ପ୍ରସ୍ତୁତ ନାହାନ୍ତି । ପୂର୍ବରୁ ୧୩ ଲକ୍ଷ ମେଟ୍ରିକ ଟନ ବଳକା ରହୁଥିଲା । ଉଷୁନା ଚାଉଳ ନେଉନାହାନ୍ତି । ଚାଷୀ କେତେ ଅସୁବିଧାରେ ପଡିବେ । ବିରୋଧୀମାନେ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛନ୍ତି । ବିଜେଡ଼ି ଦାବି କରୁଛି ବଳକା ଚାଉଳ ଉଠାଇବା ସହ କାଟି ଥିବା ୫ କେଜି ଚାଉଳ ଦିଅନ୍ତୁ କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ