Masthead

ନରସିଂହ ନୋବେଲ ଲେଖିଲା ଭଳି କହୁଛନ୍ତି: ଅରୁଣ ସାହୁ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ମୁଖ୍ୟମନ୍ତ୍ରୀ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ନାମରେ ସ୍ବାଧୀକାର ଭଙ୍ଗ ନୋଟିସ ଆଣିବା ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ସେ କହିଛନ୍ତି ନରସିଂହ ମିଶ୍ର ଜଣେ ବରିଷ୍ଠ ନେତା । ଜଣେ ଆଇନଜ୍ଞ । କିନ୍ତୁ ନୋବେଲ ଲେଖିବା ଭଳି କହୁଛନ୍ତି । ସେ ନଈ ନଦେଖି ଲଙ୍ଗଳା କାହିଁକି ହେଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଅରୁଣ ।

ନବ ଦାସ ହତ୍ୟାକାଣ୍ଡର ତଦନ୍ତ ଚାଲିଛି ଏବେଠାରୁ ଅକାଳନ କରିବା, ଷ୍ଟୋରି କହିବା ସମିଚୀନ ନୁହେଁ । ପ୍ରଥମେ ସେ କ୍ଷମା ମାଗନ୍ତୁ । ହାଇକୋର୍ଟ ଅର୍ଡରର ଅସମ୍ମାନ କରିଥିବାରୁ ସେଥିପାଇଁ ସେ ଗୃହକୁ ଏବଂ ଓଡିଶାବାସୀଙ୍କୁ କ୍ଷମା ପ୍ରାର୍ଥନା କରନ୍ତୁ । ହାଇକୋର୍ଟ ଅର୍ଡରକୁ ବିଭ୍ରାନ୍ତିକର ଭାବେ ଉପସ୍ଥାପନ କରୁଛନ୍ତି ଯାହା ଏକ ନୋବେଲ ଲେଖିବା ଭଳି ଲାଗୁଛି । ନବୀନ ସରକାରରେ ଯାହା ତଥ୍ୟ ଓ ସତ୍ୟ ତାହା ପଦାକୁ ଆସେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ