Masthead

ନରସିଂହ ନୋବେଲ ଲେଖିଲା ଭଳି କହୁଛନ୍ତି: ଅରୁଣ ସାହୁ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ମୁଖ୍ୟମନ୍ତ୍ରୀ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ନାମରେ ସ୍ବାଧୀକାର ଭଙ୍ଗ ନୋଟିସ ଆଣିବା ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ସେ କହିଛନ୍ତି ନରସିଂହ ମିଶ୍ର ଜଣେ ବରିଷ୍ଠ ନେତା । ଜଣେ ଆଇନଜ୍ଞ । କିନ୍ତୁ ନୋବେଲ ଲେଖିବା ଭଳି କହୁଛନ୍ତି । ସେ ନଈ ନଦେଖି ଲଙ୍ଗଳା କାହିଁକି ହେଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଅରୁଣ ।

ନବ ଦାସ ହତ୍ୟାକାଣ୍ଡର ତଦନ୍ତ ଚାଲିଛି ଏବେଠାରୁ ଅକାଳନ କରିବା, ଷ୍ଟୋରି କହିବା ସମିଚୀନ ନୁହେଁ । ପ୍ରଥମେ ସେ କ୍ଷମା ମାଗନ୍ତୁ । ହାଇକୋର୍ଟ ଅର୍ଡରର ଅସମ୍ମାନ କରିଥିବାରୁ ସେଥିପାଇଁ ସେ ଗୃହକୁ ଏବଂ ଓଡିଶାବାସୀଙ୍କୁ କ୍ଷମା ପ୍ରାର୍ଥନା କରନ୍ତୁ । ହାଇକୋର୍ଟ ଅର୍ଡରକୁ ବିଭ୍ରାନ୍ତିକର ଭାବେ ଉପସ୍ଥାପନ କରୁଛନ୍ତି ଯାହା ଏକ ନୋବେଲ ଲେଖିବା ଭଳି ଲାଗୁଛି । ନବୀନ ସରକାରରେ ଯାହା ତଥ୍ୟ ଓ ସତ୍ୟ ତାହା ପଦାକୁ ଆସେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା