Masthead

ବିଜେପି ଛାଡ଼ି ବିଜେଡିରେ ମିଶିଲେ ଅରୁନ୍ଧତୀ ଦେବୀ

ବାରାକୋଟ (ବଡ଼ ଖବର ବ୍ୟୁରୋ): ବିଜେପି ଛାଡ଼ି ବିଜେଡିରେ ମିଶିଲେ । ସମ୍ବଲପୁର ସାଂସଦ ତଥା ଦେବଗଡ଼ ରାଜା ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ପଦ୍ମ ଛାଡ଼ି ଶଙ୍ଖ ଧରିଛନ୍ତି । ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି । ସୋମବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ