Masthead

କାଳିଆକୁ ଦର୍ଶନ କଲେ ଅରୁଣ ଗୋବିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଳିଆକୁ ଦର୍ଶନ କଲେ ଶ୍ରୀରାମ । ପୁରୀରେ ପହଞ୍ଚି ଜଗନ୍ନାଥଙ୍କୁ ଦର୍ଶନ କଲେ ଲୋକପ୍ରିୟ କଳାକାର ଅରୁଣ ଗୋବିଲ । ଲୋକପ୍ରିୟ ରାମାୟଣ ସିରିଏଲରେ ଶ୍ରୀରାମ ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିବା ଅରୁଣ ଗୋଭିଲ ଏବେ ଓଡ଼ିଶା ଗସ୍ତରେ ଅଛନ୍ତି । ସେ ତାଙ୍କର ‘ସୁନୋ ଶ୍ରୀରାମଜୀ କାହାଣୀ’ ପାଇଁ ସେ ଓଡ଼ିଶା ଆସିଛନ୍ତି ।

ସେ କହିଛନ୍ତି ଲୋକଙ୍କ ମନରେ ଏବେବି ପ୍ରଭୁ ଶ୍ରୀରାମଙ୍କ ପ୍ରତି ଭକ୍ତି ଓ ଆସ୍ଥା ଅତୁଟ ରହିଛି । ତେବେ ରାମମନ୍ଦିର ନିର୍ମାଣ ପ୍ରସଙ୍ଗରେ ସେ କହିଛନ୍ତି ଯେ, ଏହା ଏକ ଖୁବ୍ ଖୁସିର କଥା । ହେଲେ ରାମ ମନ୍ଦିର ନିର୍ମାଣ ବହୁ ଆଗରୁ ହେବା ଉଚିତ ଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା