Masthead

କେଜରିଓ୍ବାଲଙ୍କ ବଡ଼ ଅଭିଯୋଗ, ୭ ଆପ୍ ବିଧାୟକଙ୍କୁ ବିଜେପି ଦେଉଛି ୨୫ କୋଟିର ଅଫର୍

 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀରେ ବିଜେପି ସରକାର ଗଢ଼ିବା ପାଇଁ ଫୁଲ୍ ଦମରେ ରହିଛି ବିଜେପି । ଦିଲ୍ଲୀରେ ଆପ ବିଧାୟକଙ୍କୁ ଦଳ ଛାଡି ବିଜେପିରେ ମିଶିବାକୁ ଟଙ୍କା ଯାଚୁଛି ବିଜେପି । ଏଭଳି ଅଭିଯୋଗ ଆଣିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ । ବିଜେପି ତାଙ୍କ ଦଳର ୭ଜଣ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। ଆପ ବିଧାୟକଙ୍କୁ ଦଳ ପରିବର୍ତ୍ତନ କରିବାକୁ ବିଜେପି ୨୫ କୋଟି ଟଙ୍କା ଯାଚିଥିବା କେଜ୍ରିୱାଲ ଅଭିଯୋଗ କରିଛନ୍ତି। ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କରାଯିବ ବୋଲି ଧମକ ଦେଇ ବିଜେପି ପୂର୍ବରୁ ୨୧ ବିଧାୟକଙ୍କୁ ଦଳ ପରିବର୍ତ୍ତନ କରିବାକୁ ପ୍ରସ୍ତାବ ଦେଇଥିଲା। ଏବେ ୭ ବିଧାୟକଙ୍କୁ ଟଙ୍କା ଯାଚୁଥିବା କେଜରିଓ୍ବାଲ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି