ଏପ୍ରିଲ ୭ରେ କେଜ୍ରିୱାଲଙ୍କ ପାଇଁ ଅନଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ଦ୍ବାରା ଗିରଫ ହେବା ପରେ ଏବେ ଜେଲରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ। ତିହାର ଜେଲର ବାରାକ ନମ୍ବର ୨ ତାଙ୍କର ନୂଆ ଠିକଣା ହୋଇଛି। ଏହାକୁ ବିରୋଧ କରି ଆମ୍ ଆଦମୀ ପକ୍ଷରୁ ଏପ୍ରିଲ ୭ ତାରିଖରେ ଦିଲ୍ଲୀର ଜନ୍ତରମନ୍ତ୍ରର ଠାରେ ଅନଶନ କରିବାକୁ ଯାଉଛି । ଏନେଇ ଆମ୍ ଆଦମୀ ପାର୍ଟିର ନେତା ଗୋପାଳ ରାୟ ସୂଚନା ଦେଇଛନ୍ତି ।

ଏନେଇ ଗୋପାଳ ରାୟ କହିଛନ୍ତି କି, ଯଦି ଦିଲ୍ଲୀ କିମ୍ବା ଅନ୍ୟ ରାଜ୍ୟର ଲୋକ କେଜ୍ରିୱାଲଙ୍କୁ ଭଲ ପାଉଥାନ୍ତି ତେବେ ଏପ୍ରିଲ ୭ ତରିଖରେ କେଉଁଠି ବି ଅନଶନ କରିପାରିବେ । ସେପଟେ କେଜ୍ରିୱାଲଙ୍କ ଗିରଫଦାରୀକୁ ବେଆଇନ କହି ଆପ୍ ନେତ୍ରୀ ଆତିଶୀ ମାରଲେନା ବିଜେପିକୁ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି କି, ଆମ୍ ଆଦମୀ ପାର୍ଟିକୁ ସମାପ୍ତ କରିବାକୁ ବିଜେପି ଜାତୀୟ ତଦନ୍ତ ସଂସ୍ଥାଗୁଡିକର ଅପବ୍ୟବହାର କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ